Leviticus 22:27 — Compare Translations

5 translations compared side by side

Odia - 1840
"ଯେତବେେଳେ କୌଣସି ଗୋରୁ କି ମଷେ କି ଛାଗ ଜନ୍ମ ହୁଅନ୍ତି ସାତଦିନ ପର୍ୟ୍ଯନ୍ତ ତା'ର ମାଆ ସିହତ ରହିବ। ଅଷ୍ଟମ ଦିନପରେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ନିମନ୍ତେ ଗ୍ରାହ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ କୌଣସି ଗୋରୁ କି ମେଷ କି ଛାଗ ଜନ୍ମ ହୁଅନ୍ତି ସାତ ଦିନ ପର୍ଯ୍ୟନ୍ତ ତା’ର ମା ସିହତ ରହିବ। ଅଷ୍ଟମ ଦିନପରେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଗ୍ରାହ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
“ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ।