Leviticus 22:28 — Compare Translations

5 translations compared side by side

Odia - 1840
"ଗାଈ କିମ୍ବା ମଷେୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଗାଈ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କି ବଧ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଈ କିମ୍ବା ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଗୋରୁ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଗୋରୁ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।