Leviticus 22:29 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯେତବେେଳେ ସଦାପ୍ରଭୁଙ୍କ ପ୍ରଶଂସାର୍ଥେ ବଳିଦାନ ଉତ୍ସର୍ଗ କର, ତୁମ୍ଭେ ଏହା ଠିକ୍ ପଦ୍ଧତି ରେ ଉତ୍ସର୍ଗ କରିବା ଉଚିତ୍ ଯାହା ଫଳ ରେ ତାହା ଗ୍ରାହ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରଶଂସାର୍ଥେ ବଳିଦାନ ଉତ୍ସର୍ଗ କର, ତୁମ୍ଭେ ଏହା ଠିକ୍ ପଦ୍ଧତିରେ ଉତ୍ସର୍ଗ କରିବା ଉଚିତ୍ ଯାହା ଫଳରେ ତାହା ଗ୍ରାହ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ।