Leviticus 22:3 — Compare Translations
5 translations compared side by side
Odia - 1840
"ତୁମ୍ଭର ସମସ୍ତ ବଂଶଧରମାନଙ୍କ ମଧ୍ଯରୁ କହେି ଯଦି ସେ ଦ୍ରବ୍ଯକୁ ଛୁଁଏ ସେ ଲୋକ ଅପବିତ୍ର ହବେ ଓ ସେ ମାଠାରୁେ ପୃଥକ୍ ରହିବ। କାରଣ ଇଶ୍ରାୟେଲର ସନ୍ତାନଗଣ ଆମ୍ଭ ଉଦ୍ଦେଶ୍ଯ ରେ ସେ ସବୁ ଉତ୍ସର୍ଗ କରିଛନ୍ତି। ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସମସ୍ତ ବଂଶଧରମାନଙ୍କ ମଧ୍ୟରୁ କେହି ଯଦି ସେ ଦ୍ରବ୍ୟକୁ ଛୁଁଏ ସେ ଲୋକ ଅପବିତ୍ର ହେବ ଓ ସେ ମୋ’ଠାରୁ ପୃଥକ ରହିବ। କାରଣ ଇସ୍ରାଏଲର ସନ୍ତାନଗଣ ଆମ୍ଭ ଉଦ୍ଦେଶ୍ୟରେ ସେ ସବୁ ଉତ୍ସର୍ଗ କରିଛନ୍ତି। ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।