Leviticus 22:30 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସହେିଦିନ ସମସ୍ତ ମାଂସ ଭକ୍ଷଣ କରିବ, ପ୍ରଭାତ ପର୍ୟ୍ଯନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିଦିନରେ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେହି ଦିନ ସମସ୍ତ ମାଂସ ଭକ୍ଷ୍ୟଣ କରିବ, ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।