Leviticus 22:31 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆମ୍ଭର ଆଜ୍ଞା ମାନ୍ଯକରି ପାଳନ କରିବ। ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟକରି ପାଳନ କରିବ। ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।