Leviticus 22:32 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନେେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ, ମାତ୍ର ଆମ୍ଭେ ଇଶ୍ରାୟେଲ ସନ୍ତାନଗଣ ମଧିଅରେ ପବତ୍ରରୂପେ ମାନ୍ଯ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ, ମାତ୍ର ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ପବିତ୍ରରୂପେ ମାନ୍ୟ ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା।