Leviticus 22:33 — Compare Translations

5 translations compared side by side

Odia - 1840
"ଯେ ତୁମ୍ଭମାନଙ୍କୁ ମିଶର ଦେଶରୁ ଆଣିଛନ୍ତି ଓ ତୁମ୍ଭମାନଙ୍କୁ ପବିତ୍ର କରିଛନ୍ତି, ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ତୁମ୍ଭମାନଙ୍କୁ ମିଶର ଦେଶରୁ ଆଣିଛନ୍ତି ଓ ତୁମ୍ଭମାନଙ୍କୁ ପବିତ୍ର କରିଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।”
Odia IRV 2017 (ଓଡିଆ ବାଇବେଲ)
ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।”