Leviticus 22:4 — Compare Translations

5 translations compared side by side

Odia - 1840
"ଯଦି ହାରୋଣ ବଂଶଧରମାନଙ୍କ ମଧ୍ଯରୁ ଯେ କହେି ଚର୍ମ ରୋଗୀ କିମ୍ବା ବୀର୍ୟ୍ଯ କ୍ଷରିତ ରୋଗୀ ହୁଏ, ସେ ଶୁଚି ନ ହବୋ ୟାଏ ମାରେ ପବିତ୍ର ଦ୍ରବ୍ଯ ଭୋଜନ କରିବା ଉଚିତ୍ ନୁହଁ। ୟିଏ କହେି ଶବକୁ ଛୁଏଁ କିମ୍ବା ବୀର୍ୟ୍ଯପାତ ହେଉଥିବା କୌଣସି ମନୁଷ୍ଯକୁ ଛୁଁଏ, ସେ ଅଶୁଚି ହୁଏ। ଗୋଟିଏ ଶବକୁ ଛୁଇଁବା ଦ୍ବାରା ସେ ମଧ୍ଯ ଅଶୁଚି ହବେ, କମ୍ବା ଗୋଟିଏ ମଣିଷ ଯାହାର ଶାରୀରିକ କ୍ଷରଣ ହାଇେଛି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନୋହିବା ଯାଏ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ । ଯେକେହି ଶବ ଦ୍ଵାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଏଁ;
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ହାରୋଣ ବଂଶଧରମାନଙ୍କ ମଧ୍ୟରୁ ଯେକେହି ଚର୍ମ ରୋଗୀ କିମ୍ବା ବୀର୍ଯ୍ୟ କ୍ଷରିତ ରୋଗୀ ହୁଏ, ସେ ଶୁଚି ନ ହେବା ଯାଏ ମୋର ପବିତ୍ର ଦ୍ରବ୍ୟ ଭୋଜନ କରିବା ଉଚିତ୍ ନୁହଁ। ଯେକେହି ଶବକୁ ଛୁଏଁ କିମ୍ବା ବୀର୍ଯ୍ୟପାତ ହେଉଥିବା କୌଣସି ମନୁଷ୍ୟକୁ ଛୁଁଏ, ସେ ଅଶୁଚି ହୁଏ। ଗୋଟିଏ ଶବକୁ ଛୁଇଁବା ଦ୍ୱାରା ସେ ମଧ୍ୟ ଅଶୁଚି ହେବ, କିମ୍ବା ଗୋଟିଏ ମଣିଷ ଯାହାର ଶାରୀରିକ କ୍ଷରଣ ହୋଇଛି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାରୋଣ-ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;