Leviticus 22:5 — Compare Translations

5 translations compared side by side

Odia - 1840
"ଅବା ସେ ଯାହା ଦ୍ବାରା ଅଶୁଚି ହାଇପୋ ରେ ଏପରି କୌଣସି ଉରୋଗାମୀ ଜନ୍ତୁକୁ କି କୌଣସି ପ୍ରକାର ଅଶୁଚି ମନୁଷ୍ଯକୁ ଛୁଁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ଯାହା ଦ୍ଵାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଏଁ,
Odia Bible ERV 2004 (ପବିତ୍ର ବାଇବଲ)
ଅବା ସେ ଯାହା ଦ୍ୱାରା ଅଶୁଚି ହୋଇପାରେ ଏପରି କୌଣସି ଉରୋଗାମୀ ଜନ୍ତୁକୁ କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,
Odia IRV 2017 (ଓଡିଆ ବାଇବେଲ)
ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,