Leviticus 22:6 — Compare Translations

5 translations compared side by side

Odia - 1840
"ଯଦି ସେ ସହେିସବୁ ଦ୍ରବ୍ଯ ଛୁଁଏ ତବେେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ସେ ଆପଣା ଶରୀରକୁ ଜଳ ରେ ନ ଧୋଇବ ପର୍ୟ୍ଯନ୍ତ କୌଣସି ପବିତ୍ର ଖାଦ୍ୟ ଖାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେ ସେହିସବୁ ଦ୍ରବ୍ୟ ଛୁଁଏ ତେବେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ସେ ଆପଣା ଶରୀରକୁ ଜଳରେ ନ ଧୋଇବା ପର୍ଯ୍ୟନ୍ତ କୌଣସି ପବିତ୍ର ଖାଦ୍ୟ ଖାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।