Leviticus 22:8 — Compare Translations
5 translations compared side by side
Odia - 1840
" ସେ ସ୍ବଯଂମୃତ ବା ପଶୁଦ୍ବାରା ହତ ଜନ୍ତୁର ମାଂସ ଭୋଜନ କରି ନିଜକୁ ଅଶୁଚି କରିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ଵୟଂମୃତ ବା ପଶୁ ଦ୍ଵାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ସ୍ୱୟଂମୃତ ବା ପଶୁଦ୍ୱାରା ହତ ଜନ୍ତୁର ମାଂସ ଭୋଜନ କରି ନିଜକୁ ଅଶୁଚି କରିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।