Leviticus 22:9 — Compare Translations

5 translations compared side by side

Odia - 1840
"ଏଣୁ ସମାନେେ ମାରେ ନିଯମ ଯତ୍ନ ସହକା ରେ ରକ୍ଷା କରିବା ଉଚିତ୍। ଯଦି ସମାନେେ ତାହା ନକରନ୍ତି, ତବେେ ସେଥି ସକାେଶ ସମାନେେ ନିଜ ନିଜ ପାପ ବହନ କରିବେ ଓ ତହିଁରେ ମରିବେ, ମୁଁ ସର୍ବଦା ଆଗାମୀ ସବୁସମୟର ସଦାପ୍ରଭୁ। ଏବଂ ଯାଜକମାନଙ୍କୁ ପବିତ୍ର ହବୋକୁ ମୁଁ ବାଛିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ପାପ ବହିବେ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ସେମାନେ ମୋର ନିୟମ ଯତ୍ନ ସହକାରେ ରକ୍ଷା କରିବା ଉଚିତ୍। ଯଦି ସେମାନେ ତାହା ନ କରନ୍ତି, ତେବେ ସେଥି ସକାଶେ ସେମାନେ ନିଜ ନିଜ ପାପ ବହନ କରିବେ ଓ ତହିଁରେ ମରିବେ, ମୁଁ ସର୍ବଦା ଆଗାମୀ ସବୁସମୟର ସଦାପ୍ରଭୁ। ଏବଂ ଯାଜକମାନଙ୍କୁ ପବିତ୍ର ହେବାକୁ ମୁଁ ବାଛିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।