Leviticus 23:10 — Compare Translations
5 translations compared side by side
Odia - 1840
"ତୁମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦବେୁ ତୁମ୍ଭମାନେେ ସେ ଦେଶ ରେ ପ୍ରବେଶ କରିବ। ଯେତବେେଳେ ତୁମ୍ଭମାନେେ ଶସ୍ଯ କାଟିବ, ସେତବେେଳେ ପ୍ରଥମ କଟା ଶସ୍ଯରୁ ଏକବିଡା ଯାଜକ ନିକଟକୁ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବୁ ତୁମ୍ଭେମାନେ ସେ ଦେଶରେ ପ୍ରବେଶ କରିବ। ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ପ୍ରଥମ କଟା ଶସ୍ୟରୁ ଏକ ବିଡ଼ା ଯାଜକ ନିକଟକୁ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।