Leviticus 23:11 — Compare Translations
5 translations compared side by side
Odia - 1840
"ତହିଁରେ ସବୁଦିନ ପାଇଁ ତୁମ୍ଭମାନଙ୍କ ପକ୍ଷ ରେ ଗ୍ରାହ୍ଯ ହବୋ ନିମନ୍ତେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖ ରେ ସହେି ବିଡା ଟକେିବ। ବିଶ୍ରାମ ଦିନ ପରେ ସେ ଏହାକୁ ଝୁଲାଇବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସବୁଦିନ ପାଇଁ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଟେକିବ। ବିଶ୍ରାମ ଦିନ ପରେ ସେ ଏହାକୁ ଝୁଲାଇବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ।