Leviticus 23:12 — Compare Translations

5 translations compared side by side

Odia - 1840
"ପୁଣି ଯେଉଁଦିନ ତୁମ୍ଭମାନେେ ସହେି ବିଡା ଦୋଳାଇବ ସହେିଦିନ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ନିମନ୍ତେ ଏକ ବର୍ଷୀଯ ନିଖୁଣ ମଷେବତ୍ସ ଗୋଟିଏ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁଣ ଏକ ମେଷବତ୍ସ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିଖୁଣ ମେଷବତ୍ସ ଗୋଟିଏ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ।