Leviticus 23:14 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯେଉଁ ପର୍ୟ୍ଯନ୍ତ ନୂତନ ଶସ୍ଯର ନବୈେଦ୍ଯ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ନ ଆଣିଛ ସପେର୍ୟ୍ଯନ୍ତ ତୁମ୍ଭମାନେେ ରୋଟୀ, କି ଭଜା ଶସ୍ଯ କି ଫଳ ଖାଇବ ନାହିଁ। ତୁମ୍ଭମାନଙ୍କର ସମସ୍ତ ନିବାସସ୍ଥାନ ରେ ଏହା ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଯେଉଁ ଦିନଯାଏ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣିନାହଁ, ସେହି ଦିନଯାଏ ତୁମ୍ଭେମାନେ ରୋଟୀ କି ଭଜାଶସ୍ୟ କି ଛିଣ୍ତା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେଉଁ ପର୍ଯ୍ୟନ୍ତ ନୂତନ ଶସ୍ୟର ନୈବେଦ୍ୟ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନ ଆଣିଛ ସେପର୍ଯ୍ୟନ୍ତ ତୁମ୍ଭେମାନେ ରୋଟୀ, କି ଭଜା ଶସ୍ୟ, କି ଫଳ ଖାଇବ ନାହିଁ। ତୁମ୍ଭମାନଙ୍କର ସମସ୍ତ ନିବାସସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜାଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।