Leviticus 23:15 — Compare Translations

5 translations compared side by side

Odia - 1840
"ଅନନ୍ତର ସହେି ବିଶ୍ରାମବାର ପରଦିନଠାରୁ ଯେଉଁଦିନ ଦୋଳନୀଯ ନବୈେଦ୍ଯରୂପେ ବିଡା ଆଣିଲ ସହେିଦିନଠାରୁ ପୂର୍ଣ ସାତ ସପ୍ତାହ ଗଣନା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପେଣ୍ଟିକଷ୍ଟ ପର୍ବ “ଅନନ୍ତର ସେହି ବିଶ୍ରାମବାର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପେ ବିଡ଼ା ଆଣିଲ ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।