Leviticus 23:16 — Compare Translations

5 translations compared side by side

Odia - 1840
"ଏହିରୂପେ ତୁମ୍ଭେ ବିଶ୍ରାମଦିନ ପରେ ସପ୍ତମ ଦିନଠାରୁ, ପଚାଶ ଦିନ ଗଣନା କରିବା ଉଚିତ୍। ଆଉ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନୂତନ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିବସଯାଏ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ-ନୈବେଦ୍ୟ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ତୁମ୍ଭେ ବିଶ୍ରାମ ଦିନ ପରେ ସପ୍ତମ ଦିନଠାରୁ, ପଗ୍ଭଶ୍ ଦିନ ଗଣନା କରିବା ଉଚିତ୍। ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।