Leviticus 23:17 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ନିଜ ନିଜ ଘରୁ ଦୋଳନୀଯ ନବୈେଦ୍ଯାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ। ତାହା ସରୁ ମଇଦା ରେ ପ୍ରସ୍ତୁତ ହବେ ଓ ତାଡି ରେ ପାକ କରାୟିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଥମଜାତ ଉପହାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ପାକ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜ ନିଜ ଘରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ। ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ପାକ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଉପହାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।