Leviticus 23:18 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭମାନେେ ସହେି ରୋଟୀ ସହିତ ଏକବର୍ଷୀଯ ସାତଟି ନିଖୁଣ ମଷେବତ୍ସ, ଗୋଟିଏ ବୃଷଭ ଓ ଦୁଇଟି ମଷେ ବଳିଦାନ କରିବା ଉଚିତ୍। ତାହା ସଦାପ୍ରଭୁଙ୍କୁ ହାମବେଳି ହବେ। ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ସହିତ ଏହା ସଦାପ୍ରଭୁଙ୍କୁ ସୁବାସିତ ନବୈେଦ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ସେହି ରୋଟୀ ସହିତ ପ୍ରଥମବର୍ଷୀୟ ନିଖୁଣ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ତୁମ୍ଭେମାନେ ସେହି ରୋଟୀ ସହିତ ଏକବର୍ଷୀୟ ସାତୋଟି ନିଖୁଣ ମେଷବତ୍ସ, ଗୋଟିଏ ବୃଷଭ ଓ ଦୁଇଟି ମେଷ ବଳିଦାନ କରିବା ଉଚିତ୍। ତାହା ସଦାପ୍ରଭୁଙ୍କୁ ହୋମବଳି ହେବ। ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ସହିତ ଏହା ସଦାପ୍ରଭୁଙ୍କୁ ସୁବାସିତ ନୈବେଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।