Leviticus 23:19 — Compare Translations

5 translations compared side by side

Odia - 1840
"ତା'ପରେ ତୁମ୍ଭମାନେେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଦୁଇଟି ଏକ ବର୍ଷୀଯ ମଷେବତ୍ସ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଦୁଇଟି ଏକ ବର୍ଷୀୟ ମେଷବତ୍ସ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।