Leviticus 23:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନେେ ସଦାପ୍ରଭୁଙ୍କର ଯେଉଁସବୁ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘାଷେଣା କରିବ, ଆମ୍ଭର ସେସମସ୍ତ ପର୍ବ ଏହି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁସବୁ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେସମସ୍ତ ପର୍ବ ଏହି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁ ସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁ ସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି।