Leviticus 23:20 — Compare Translations
5 translations compared side by side
Odia - 1840
"ପୁଣି ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଦୁଇ ମଷେବତ୍ସ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯରୂପେ ଦୋଳାଇବ। ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଓ ଦୁଇ ମେଷବତ୍ସ ସହିତ ତାହା ସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଦୁଇ ମେଷବତ୍ସ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟରୂପେ ଦୋଳାଇବ। ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।