Leviticus 23:21 — Compare Translations
5 translations compared side by side
Odia - 1840
"ଠିକ୍ ସହେିଦିନ ତୁମ୍ଭମାନେେ ଏକ ପବିତ୍ର ସଭା ପାଇଁ ଘାଷେଣା କରିବ। ସହେି ଦିନ କୌଣସି ବ୍ଯବସାଯ କର୍ମ କରିବ ନାହିଁ। ଏହା ତୁମ୍ଭମାନଙ୍କ ସମସ୍ତ ଗୃହ ରେ ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବିଧି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହି ଦିନ ତୁମ୍ଭେମାନେ ଏକ ପବିତ୍ର ସଭା ପାଇଁ ଘୋଷଣା କରିବ। ସେହି ଦିନ କୌଣସି ବ୍ୟବସାୟ କର୍ମ କରିବ ନାହିଁ। ଏହା ତୁମ୍ଭମାନଙ୍କ ସମସ୍ତ ଗୃହରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।