Leviticus 23:22 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭମାନେେ ଶସ୍ଯ କାଟିଲା ବେଳେ, କ୍ଷେତ୍ରରୁ ସମସ୍ତ ଶସ୍ଯ ନିଃଶଷେ କରି କାଟିବ ନାହିଁ। ଆଉ ତଳେ ପଡିଥିବା ଶସ୍ଯକୁ ସାଉଁଟିବ ନାହିଁ। ତୁମ୍ଭମାନେେ ସେସବୁ ଦୁଃଖୀ ଓ ବିଦେଶୀମାନଙ୍କ ପାଇଁ ଛାଡିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ପତିତ ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ତୁମ୍ଭେମାନେ ଶସ୍ୟ କାଟିଲାବେଳେ, କ୍ଷେତ୍ରରୁ ସମସ୍ତ ଶସ୍ୟ ନିଃଶେଷ କରି କାଟିବ ନାହିଁ। ଆଉ ତଳେ ପଡ଼ିଥିବା ଶସ୍ୟକୁ ସାଉଁଟିବ ନାହିଁ। ତୁମ୍ଭେମାନେ ସେସବୁ ଦୁଃଖୀ ଓ ବିଦେଶୀମାନଙ୍କ ପାଇଁ ଛାଡ଼ିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Odia IRV 2017 (ଓଡିଆ ବାଇବେଲ)