Leviticus 23:24 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନ ରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ଯନି ଦ୍ବାରା ସ୍ମରଣାର୍ଥକ ପବିତ୍ର ସଭା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍, ତୂରୀଧ୍ଵନି ଦ୍ଵାରା ସ୍ମରଣାର୍ଥକ ପବିତ୍ର ସଭା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହା ବିଶ୍ରାମ, ଅର୍ଥାତ୍, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍, ତୂରୀଧ୍ୱନୀ ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।