Leviticus 23:25 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସହେି ଦିନ କୌଣସି ବ୍ଯବସାଯିକ କିମ୍ବା କୌଣସି କର୍ମ କରିବା ଉଚିତ୍ ନୁହେଁ। ମାତ୍ର ସଦାପ୍ରଭୁଙ୍କୁ ନବୈେଦ୍ଯ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେହି ଦିନ କୌଣସି ବ୍ୟବସାୟିକ କିମ୍ବା କୌଣସି କର୍ମ କରିବା ଉଚିତ୍ ନୁହେଁ। ମାତ୍ର ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।’”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।”