Leviticus 23:27 — Compare Translations
5 translations compared side by side
Odia - 1840
" ସହେି ସପ୍ତମ ମାସର ଦଶମ ଦିନ ଅବଶ୍ଯ ପାପରୁ ପ୍ରାଯଶ୍ଚିତ୍ତର ଦିନ ହବେ। ସଦେିନ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହବୋ ଉଚିତ୍। ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ ଓ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପାପରୁ ପ୍ରାୟଶ୍ଚିତ୍ତର ଦିନ ହେବ। ସେଦିନ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବା ଉଚିତ୍। ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ ଓ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।