Leviticus 23:3 — Compare Translations

5 translations compared side by side

Odia - 1840
"ଛଅଦିନ କାମ କରାୟିବ, ମାତ୍ର ସପ୍ତମଦିନ ବିଶ୍ରାମଦିନ। ଅର୍ଥାତ୍ ପବିତ୍ର ଶଭା ହବେ। ତୁମ୍ଭମାନେେ କୌଣସି ପ୍ରକାର କର୍ମ କରିବ ନାହିଁ। ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନ ରେ ସଦାପ୍ରବୁଙ୍କ ଉଦ୍ଦେଶ୍ଯ ରେ ବିଶ୍ରାମଦିନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହାବିଶ୍ରାମ, ଅର୍ଥାତ୍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ରାମ ଦିନ “ଛଅ ଦିନ କାମ କରାଯିବ, ମାତ୍ର ସପ୍ତମ ଦିନ, ବିଶ୍ରାମ ଦିନ। ଅର୍ଥାତ୍ ପବିତ୍ର ସଭା ହେବ। ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ। ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହା ବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।
Odia IRV 2017 (ଓଡିଆ ବାଇବେଲ)
ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହାବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।