Leviticus 23:31 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କୌଣସି ପ୍ରକାର କାର୍ୟ୍ଯ ସଦେିନ କରିବ ନାହିଁ। ଏହା ତୁମ୍ଭମାନଙ୍କର ସମସ୍ତ ଗୃହ ରେ ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁ-କ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ ସେଦିନ କରିବ ନାହିଁ। ଏହା ତୁମ୍ଭମାନଙ୍କର ସମସ୍ତ ଗୃହରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।