Leviticus 23:32 — Compare Translations

5 translations compared side by side

Odia - 1840
"ସହେି ଦିନ ତୁମ୍ଭମାନଙ୍କର ସ୍ବତନ୍ତ୍ର ବିଶ୍ରାମଦିନ ହବେ। ତୁମ୍ଭମାନେେ କୌଣସି ଖାଦ୍ୟ ଖାଇବ ନାହିଁ। ମାସର ନବମ ଦିନର ସନ୍ଧ୍ଯାକାଳ ରେ, ଏକ ସନ୍ଧ୍ଯାଠାରୁ ଆର ସନ୍ଧ୍ଯା ପର୍ୟ୍ଯନ୍ତ ତୁମ୍ଭମାନେେ ନିଜ ନିଜର ବିଶ୍ରାମ ଦିନ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ତୁମ୍ଭମାନଙ୍କର ସ୍ୱତନ୍ତ୍ର ବିଶ୍ରାମ ଦିନ ହେବ। ତୁମ୍ଭେମାନେ କୌଣସି ଖାଦ୍ୟ ଖାଇବ ନାହିଁ। ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭେମାନେ ନିଜ ନିଜର ବିଶ୍ରାମ ଦିନ ପାଳନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ତୁମ୍ଭମାନଙ୍କର ମହା ବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”