Leviticus 23:34 — Compare Translations

5 translations compared side by side

Odia - 1840
"ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ, ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତଦିନ ୟାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପତ୍ରକୁଟୀର ପର୍ବ ପାଳିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର-ପର୍ବ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ, ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ପାଳିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।