Leviticus 23:35 — Compare Translations
5 translations compared side by side
Odia - 1840
"ପ୍ରଥମ ଦିନ ରେ ପବିତ୍ର ସଭା ହବେ, ତୁମ୍ଭମାନେେ କୌଣସି ବ୍ଯବସାଯିକ କର୍ମ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ଦିନରେ ପବିତ୍ର ସଭା ହେବ, ତୁମ୍ଭେମାନେ କୌଣସି ବ୍ୟବସାୟିକ କର୍ମ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।