Leviticus 23:36 — Compare Translations

5 translations compared side by side

Odia - 1840
"ସାତଦିନ ୟାଏ ତୁମ୍ଭମାନେେ ସଦାପ୍ରଭୁଙ୍କୁ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍, ଅଷ୍ଟମ ଦିନ ରେ ତୁମ୍ଭମାନଙ୍କର ପବିତ୍ର ସଭା ହବୋ ଉଚିତ୍ ଓ ତୁମ୍ଭମାନେେ ସଦାପ୍ରଭୁଙ୍କ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍। ତାହା ଏକ ମହାନ୍ ସଭା ଅଟେ, ତୁମ୍ଭମାନେେ କୌଣସି ବ୍ଯବସାଯିକ କର୍ମ କରିବା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାତ ଦିନଯାଏ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ସାତ ଦିନ ଯାଏ ତୁମ୍ଭେମାନେ ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍, ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବା ଉଚିତ୍ ଓ ତୁମ୍ଭେମାନେ ସଦାପ୍ରଭୁଙ୍କ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ତାହା ଏକ ମହାନ୍ ସଭା ଅଟେ, ତୁମ୍ଭେମାନେ କୌଣସି ବ୍ୟବସାୟିକ କର୍ମ କରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।
Odia IRV 2017 (ଓଡିଆ ବାଇବେଲ)