Leviticus 23:37 — Compare Translations
5 translations compared side by side
Odia - 1840
"ଏହିସବୁ ସଦାପ୍ରଭୁଙ୍କର ପାଇଁ ସ୍ବତନ୍ତ୍ର ପର୍ବ, ଯାହା ତୁମ୍ଭେ ପବିତ୍ର ସଭାପରି ପ୍ରକାଶ କରିଥାଅ, ସହେିଥି ରେ ତୁମ୍ଭମାନେେ ପ୍ରେତ୍ୟକକ ପର୍ବର ନିରୂପିତ ଦିନ ରେ ସଦାପ୍ରଭୁଙ୍କୁ ନବୈେଦ୍ଯ, ହାମବେଳି, ଶସ୍ଯ ନବୈେଦ୍ଯ, ବଳିଦାନ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍। ଏହା ତୁମ୍ଭମାନେେ ପବିତ୍ର ସଭା ରେ ଘାଷେଣା କରିବା ଉଚିତ୍"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଓ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଓ ବଳି ଓ ପେୟନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ଏହିସବୁ ସଦାପ୍ରଭୁଙ୍କର ପାଇଁ ସ୍ୱତନ୍ତ୍ର ପର୍ବ, ଯାହା ତୁମ୍ଭେ ପବିତ୍ର ସଭାପରି ପ୍ରକାଶ କରିଥାଅ, ସେଥିରେ ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କୁ ନୈବେଦ୍ୟ, ହୋମବଳି, ଶସ୍ୟ ନୈବେଦ୍ୟ, ବଳିଦାନ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ଏହା ତୁମ୍ଭେମାନେ ପବିତ୍ର ସଭାରେ ଘୋଷଣା କରିବା ଉଚିତ୍
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ।
Odia IRV 2017 (ଓଡିଆ ବାଇବେଲ)
ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ।