Leviticus 23:38 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କ ବିଶ୍ରାମଦିନ ଛଡା, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ଦାନ ଛଡା ତୁମ୍ଭମାନଙ୍କର ସକଳ ମାନତ ଛଡା ଓ ତୁମ୍ଭମାନଙ୍କ ସ୍ବେଚ୍ଛାଦତ୍ତ ସକଳ ନବୈେଦ୍ଯ ଛଡା ଏହିସବୁ ପର୍ବ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବିଶ୍ରାମ ଦିନ ଛଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାହା ତୁମ୍ଭେମାନେ ଦିଅ, ତୁମ୍ଭମାନଙ୍କର ସେହି ସକଳ ଦାନ ଓ ତୁମ୍ଭମାନଙ୍କ ସକଳ ମାନତ ଓ ତୁମ୍ଭମାନଙ୍କ ସ୍ଵେଚ୍ଛାଦତ୍ତ ସକଳ ନୈବେଦ୍ୟ ସହିତ ଏହା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁଙ୍କ ବିଶ୍ରାମ ଦିନ ଛଡ଼ା, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଦାନ ଛଡ଼ା ତୁମ୍ଭମାନଙ୍କର ସକଳ ମାନତ ଛଡ଼ା ଓ ତୁମ୍ଭମାନଙ୍କ ସ୍ୱେଚ୍ଛାଦତ୍ତ ସକଳ ନୈବେଦ୍ୟ ଛଡ଼ା ଏହିସବୁ ପର୍ବ ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ।