Leviticus 23:39 — Compare Translations

5 translations compared side by side

Odia - 1840
"ସପ୍ତମ ମାସର ପଞ୍ଚଦଶ ଦିନ ଯେତବେେଳେ ତୁମ୍ଭମାନେେ ଭୂମିରୁ ଶସ୍ଯ ସଂଗ୍ରହ କରିସାରିବ ତୁମ୍ଭମାନେେ ସାତଦିନ ୟାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଅବଶ୍ଯ ପର୍ବ ପାଳନ କରିବ। ପ୍ରଥମ ଦିନ ସ୍ବତନ୍ତ୍ର ବିଶ୍ରାମଦିନ ହବେ ଓ ଅଷ୍ଟମ ଦିନ ସ୍ବତନ୍ତ୍ର ବିଶ୍ରାମଦିନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହାବିଶ୍ରାମ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ସପ୍ତମ ମାସର ପଞ୍ଚଦଶ ଦିନ ଯେତେବେଳେ ତୁମ୍ଭେମାନେ ଭୂମିରୁ ଶସ୍ୟ ସଂଗ୍ରହ କରି ସାରିବ ତୁମ୍ଭେମାନେ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ। ପ୍ରଥମ ଦିନ ସ୍ୱତନ୍ତ୍ର ବିଶ୍ରାମ ଦିନ ହେବ ଓ ଅଷ୍ଟମ ଦିନ ସ୍ୱତନ୍ତ୍ର ବିଶ୍ରାମ ଦିନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହା ବିଶ୍ରାମ ହେବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହା ବିଶ୍ରାମ ହେବ।