Leviticus 23:40 — Compare Translations
5 translations compared side by side
Odia - 1840
"ଆଉ ତମ୍ଭମାନେେ ପ୍ରଥମ ଦିନ ରେ ଉତ୍ତମ ବୃକ୍ଷର ଫଳ, ବାତାପି ଗଛର ଗୋଟିଏ ପ୍ରକାର ଖଜୁର୍ର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀ ତୀରସ୍ଥ ବାଇସୀ ବୃକ୍ଷ ଘନେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ସମ୍ମୁଖ ରେ ସାତ ଦିନ ୟାଏ ଆନନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ ଓ ଖର୍ଜ୍ଜୁର-ବାହୁଙ୍ଗା ଓ ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇସୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ବାତାପି ଗଛର ଗୋଟିଏ ପ୍ରକାର ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀ ତୀରସ୍ଥ ବାଇସୀ ବୃକ୍ଷ ଘେନି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ସମ୍ମୁଖରେ ସାତ ଦିନ ଯାଏ ଆନନ୍ଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।