Leviticus 23:41 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭମାନେେ ପ୍ରତିବର୍ଷ ସାତ ଦିନ ଧରି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସହେି ପର୍ବ ପାଳନ କରିବ। ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା, ତୁମ୍ଭମାନେେ ସପ୍ତମ ମାସ ରେ ତାହା ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ପ୍ରତି ବର୍ଷ ସାତ ଦିନ ଧରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ। ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା, ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।