Leviticus 23:42 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସାତଦିନ ପତ୍ର କୁଟୀର ରେ ରହିବ। ଇଶ୍ରାୟେଲ ବଂଶଧର ସମସ୍ତେ ପତ୍ର କୁଟୀର ରେ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ-ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ରହିବ। ଇସ୍ରାଏଲ ବଂଶଧର ସମସ୍ତେ ପତ୍ରକୁଟୀରରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।