Leviticus 23:43 — Compare Translations

5 translations compared side by side

Odia - 1840
"ଆମ୍ଭେ ଇଶ୍ରୀଯଲେ ସନ୍ତାନଗଣଙ୍କୁ ମିଶର ଦେଶରୁ ବାହାର କରି ଆଣିବା ବେଳେ ସମାନଙ୍କେ ପତ୍ର କୁଟୀର ରେ ବାସ କରାଇଥିଲୁ ଏହା ତୁମ୍ଭମାନଙ୍କ ଭବିଷ୍ଯତ ବଂଶଧର ଜାଣିପାରିବେ। ଆମ୍ଭେ ସଦାପ୍ରଭୁ ତମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟଦ୍-ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ମିଶର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କ ପତ୍ରକୁଟୀରରେ ବାସ କରାଇଥିଲୁ ଏହା ତୁମ୍ଭମାନଙ୍କ ଭବିଷ୍ୟ‌ଦ୍‌ ବଂଶଧର ଜାଣି ପାରିବେ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”