Leviticus 23:44 — Compare Translations
5 translations compared side by side
Odia - 1840
"ତହୁଁ ମାଶାେ ଇଶ୍ରାୟେଲ ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ସମ୍ମାନାର୍ଥେ ସ୍ଥାପିତ ସମସ୍ତ ପର୍ବ ବିଷଯ ରେ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କର ସ୍ଥାପିତ ସମସ୍ତ ପର୍ବର କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ସମ୍ମାନାର୍ଥେ ସ୍ଥାପିତ ସମସ୍ତ ପର୍ବ ବିଷୟରେ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ।