Leviticus 23:5 — Compare Translations

5 translations compared side by side

Odia - 1840
"ପ୍ରଥମ ମାସ ରେ, ମାସର ଚତୁର୍ଦ୍ଦଶ ଦିନ ରେ ସନ୍ଧ୍ଯା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିସ୍ତାରପର୍ବ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନରେ ସନ୍ଧ୍ୟାବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।

Recommended Reading