Leviticus 23:6 — Compare Translations
5 translations compared side by side
Odia - 1840
"ପୁଣି ସହେି ମାସର ପଞ୍ଚଦଶ ଦିନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତାଡିଶୂନ୍ଯ ରୋଟୀର ପର୍ବ ହବେ। ତୁମ୍ଭମାନେେ ସାତଦିନ ପର୍ୟ୍ଯନ୍ତ ତାଡିଶୂନ୍ଯ ରୋଟୀ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୋଟୀର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାଡ଼ିଶୂନ୍ୟ ରୋଟୀର ପର୍ବ “ପୁଣି ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୋଟୀର ପର୍ବ ହେବ। ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।