Leviticus 23:7 — Compare Translations

5 translations compared side by side

Odia - 1840
"ପର୍ବର ପ୍ରଥମ ଦିନ ରେ ତୁମ୍ଭମାନଙ୍କର ପବିତ୍ର ସଭା ହବେ। ସଦେିନ ତୁମ୍ଭମାନେେ କୌଣସି ବ୍ଯବସାଯ କର୍ମ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପର୍ବର ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ସେଦିନ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।