Leviticus 23:8 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭମାନେେ ସାତଦିନ ୟାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ ଉତ୍ସର୍ଗ କରିବା ଉଚିତ୍। ସପ୍ତମ ଦିନ ରେ ବିଶଷେ ସଭା ହବେ। ତୁମ୍ଭମାନେେ ସଦେିନ କୌଣସି ବ୍ଯବସାଯ କିମ୍ବା କୌଣସି ଚିରାଚରିତ କର୍ମ କରିବା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ସାତ ଦିନଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେମାନେ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କରିବା ଉଚିତ୍। ସପ୍ତମ ଦିନରେ ବିଶେଷ ସଭା ହେବ। ତୁମ୍ଭେମାନେ ସେଦିନ କୌଣସି ବ୍ୟବସାୟ କିମ୍ବା କୌଣସି ଚିରାଚରିତ କର୍ମ କରିବା ଉଚିତ୍ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”