Leviticus 24:10 — Compare Translations
5 translations compared side by side
Odia - 1840
"ଅନନ୍ତର ଜଣେ ମିଶରୀଯ ପୁରୁଷର ଔରସ ରେ ଇଶ୍ରାୟେଲୀୟ ଜଣେ ସ୍ତ୍ରୀଠାରୁ ଜାତ ଏକ ଇଶ୍ରୀଯଲେ ପୁତ୍ର, ଇଶ୍ରାୟେଲୀୟମାନଙ୍କ ଛାଉଣୀ ଭିତରକୁ ଗଲା। ସେ ଛାଉଣୀ ରେ ପ୍ରବେଶ କଲା ଓ ଜଣକ ସହିତ କଳି କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ-ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବ୍ୟକ୍ତି ଯିଏ କି ପରମେଶ୍ୱରଙ୍କୁ ଶାପ ଦେଲା ଅନନ୍ତର ଜଣେ ମିଶରୀୟ ପୁରୁଷର ଔରସରେ ଇସ୍ରାଏଲୀୟ ଜଣେ ସ୍ତ୍ରୀଠାରୁ ଜାତ ଏକ ଇସ୍ରାଏଲ ପୁତ୍ର, ଇସ୍ରାଏଲୀୟମାନଙ୍କ ଛାଉଣି ଭିତରକୁ ଗଲା। ସେ ଛାଉଣିରେ ପ୍ରବେଶ କଲା ଓ ଜଣକ ସହିତ କଳି କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମିସରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।