Leviticus 24:11 — Compare Translations

5 translations compared side by side

Odia - 1840
"ସହେି ଇଶ୍ରାୟେଲୀୟ ସ୍ତ୍ରୀର ସନ୍ତାନ ସଦାପ୍ରଭୁଙ୍କ ନାମକୁ ନିନ୍ଦାକରି ଅଭିଶାପ ଦଲୋ। ତେଣୁ ଲୋକମାନେ ତାହାକୁ ମାଶାଙ୍କେ ନିକଟକୁ ଆଣିଲେ। ସହେି ଇଶ୍ରାୟେଲୀୟ ସ୍ତ୍ରୀ ନାମ ଶଲମେୀତ୍ ଓ ସେ ଦାନ ବଂଶୀଯ ଦିବ୍ରୀର କନ୍ଯା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ । ତାହାର ମାତାର ନାମ ଶଲୋମୀତ୍, ସେ ଦାନ ବଂଶୀୟ ଦିବ୍ରିର କନ୍ୟା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଇସ୍ରାଏଲୀୟ ସ୍ତ୍ରୀର ସନ୍ତାନ ସଦାପ୍ରଭୁଙ୍କ ନାମକୁ ନିନ୍ଦା କରି ଅଭିଶାପ ଦେଲା। ତେଣୁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ। ସେହି ଇସ୍ରାଏଲୀୟ ସ୍ତ୍ରୀର ନାମ ଶଲେମୀତ୍ ଓ ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।