Leviticus 24:12 — Compare Translations

5 translations compared side by side

Odia - 1840
"ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ପର୍ୟ୍ଯନ୍ତ ତାକୁ ବନ୍ଦୀ କରି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ପର୍ଯ୍ୟନ୍ତ ତାକୁ ବନ୍ଦୀ କରି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।